Masthead

ବଲାଙ୍ଗିରରେ ଆରମ୍ଭ ହେବ ମଠଖାଇ ମହୋତ୍ସବ, କୋଶଳୀ ଭାଷାରେ ନାଟକ ପାଇଁ ଗୁରୁତ୍ଵ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ବଲାଙ୍ଗିରରେ ଆରମ୍ଭ ହେବ ମଠଖାଇ ମହୋତ୍ସବ। ଜାନୁୟାରୀ ୭ ରୁ ୧୧ ତାରିଖ ଯାଏଁ ପାଞ୍ଚ ଦିନ ଧରି ଚାଲିବ ଏହି ନାଟ୍ୟ ମହୋତ୍ସବ । ଚଳିତ ବର୍ଷ କେବଳ ଆଞ୍ଚଳିକ ନାଟକକୁ ଅଧିକ ଗୁରୁତ୍ଵ ଦିଆଯିବ । ପୂର୍ବରୁ ବାହାର ବହୁଭାଷୀ ନାଟକ ଉପରେ ଅଧିକ ଫୋକସ କରାଯାଉଥିଲା।

ଯେଉଁଥିପାଇଁ ଆଞ୍ଚଳିକ ଭାଷା ତଥା କୋଶଳୀ ଭାଷାରେ ନାଟକ ମରୁଡି ପଡ଼ିଥିବା ଦେଖାଯାଉଛି। ଫଳରେ ଏ ବର୍ଷ କେବଳ କୋଶଳୀ ଭାଷା ଉପରେ ଆଞ୍ଚଳିକ ନାଟକ କରାଯିବ। ସେପଟେ ମଠଖାଇ ନାଟ୍ୟ ମହୋତ୍ସବକୁ ବହୁଳ ଭାବରେ ପ୍ରଚାର ପ୍ରସାର କରିବା ପାଇଁ ଜନ ସାଧାରଣଙ୍କୁ ଅନୁରୋଧ କରିଛନ୍ତି ବିଧାୟକ ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ