Masthead

ଦେବଦୂତ ସାଜିଲେ ସ୍ବାସ୍ଥ୍ୟ ସୁପରଭାଇଜର

ମାଥିଲି(ବଡ଼ ଖବର ବ୍ୟୁରୋ): ଦେବଦୂତ ସାଜିଲେ ସ୍ବାସ୍ଥ୍ୟ ସୁପରଭାଇଜର । ଦୁର୍ଗମ ଅଞ୍ଚଳରୁ ଭାରରେ ବୋହି ଆଣିଲେ ୫ କିଲୋମିଟର । ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଦୁର୍ଗମ ତୁଳସୀ ଗାଁରୁ ଅସୁସ୍ଥ ଥିବା ମହିଳାଙ୍କୁ ରାସ୍ତା ଖରାପ ଯୋଗୁଁ ବୋହି ଆଣିଛନ୍ତି ସାଲିମି ସୁପରଭାଇଜର ହରେକୃଷ୍ଣ ପାତିକା । ତୁଳସୀ ଗାଁର ମଙ୍ଗଲଦେଇ ଦୁରୁଆ ଦୀର୍ଘଦିନରୁ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ଘରେ ରହିଥିଲେ । ବର୍ଷା ଯୋଗୁଁ ସ୍ବାସ୍ଥ୍ୟକେନ୍ଦ୍ର ଆସିବା ସମ୍ଭବ ନଥିଲା ।

ଗାଁ ଲୋକେ ମଙ୍ଗଳ ଦେଇଙ୍କୁ ଅଧାରାସ୍ତା ବୋହି ଆଣୁଥିଲେ । ସ୍ବାସ୍ଥ୍ୟ ଟିମ୍ ଗାଁକୁ ଯାଇ ପାରୁନଥିବାରୁ ଉପାୟ ଶୂନ୍ୟ ହୋଇ ବାଧ୍ୟ ହୋଇ କାଦୁଆ ରାସ୍ତା ଯାଏଁ ସୁପରଭାଇଜର ପାତିକା ବୋହି ଗାଡି ଯାଏଁ ଆଣିଥିଲେ । ସେଠାରୁ ସ୍ବାସ୍ଥ୍ୟ ବିଭାଗର ଗାଡି ସହାୟତାରେ ମାଥିଲି ସବଡିଭିଜନ ମେଡିକାଲକୁ ଆଣି ଭର୍ତ୍ତି କରିଥିଲେ । ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ମାଲକାନଗିରି ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ