Masthead

ମାତିଲେଣି ମତ୍ସ୍ୟଜୀବୀ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପାରାଦ୍ୱୀପ କୁଜଙ୍ଗ ମତ୍ସ୍ୟ ଅଧିକାରୀ କାର୍ଯ୍ୟାଳୟ ଆଗରେ ଶତାଧିକ କୈବର୍ତ୍ତ ସମ୍ପ୍ରଦାୟର ମତ୍ସ୍ୟଜୀବୀଙ୍କ ଧାରଣା । ମତ୍ସ୍ୟଜୀବୀଙ୍କ ପାଇଁ ଉଦ୍ଦିଷ୍ଟ ଗୋ ସୁଗମ ଯୋଜନାରେ ବ୍ୟାପକ ଦୁର୍ନୀତି,ସରକାରୀ ସବସିଡି ହରିଲୁଟ, ପିସି ଦାବି ଏବଂ ସରକାରୀ କର୍ମଚାରୀଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ମତ୍ସ୍ୟଜୀବିମାନେ  ଦେଇଛନ୍ତି ଧାରଣା।

ଏଥିସହ ମତ୍ସ୍ୟ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିବା ସହିତ ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀ ଏବଂ ସ୍ଵୀକୃତିପ୍ରାପ୍ତ ବିଲଡରଙ୍କ ବିରୋଧରେ ଦୃଢ କାର୍ୟ୍ୟନୁଷ୍ଠାନ ପାଇଁ ଦାବି କରିଛନ୍ତି। ଏସବୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କୁଜଙ୍ଗ ଅତିରିକ୍ତ ସାମୁଦ୍ରିକ ମତ୍ସ୍ୟ ଅଧିକାରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା