ମାତିଲେଣି ମତ୍ସ୍ୟଜୀବୀ

ପାରାଦ୍ୱୀପ(ବଡ଼ ଖବର ବ୍ୟୁରୋ): ପାରାଦ୍ୱୀପ କୁଜଙ୍ଗ ମତ୍ସ୍ୟ ଅଧିକାରୀ କାର୍ଯ୍ୟାଳୟ ଆଗରେ ଶତାଧିକ କୈବର୍ତ୍ତ ସମ୍ପ୍ରଦାୟର ମତ୍ସ୍ୟଜୀବୀଙ୍କ ଧାରଣା । ମତ୍ସ୍ୟଜୀବୀଙ୍କ ପାଇଁ ଉଦ୍ଦିଷ୍ଟ ଗୋ ସୁଗମ ଯୋଜନାରେ ବ୍ୟାପକ ଦୁର୍ନୀତି,ସରକାରୀ ସବସିଡି ହରିଲୁଟ, ପିସି ଦାବି ଏବଂ ସରକାରୀ କର୍ମଚାରୀଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ମତ୍ସ୍ୟଜୀବିମାନେ  ଦେଇଛନ୍ତି ଧାରଣା।

ଏଥିସହ ମତ୍ସ୍ୟ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିବା ସହିତ ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀ ଏବଂ ସ୍ଵୀକୃତିପ୍ରାପ୍ତ ବିଲଡରଙ୍କ ବିରୋଧରେ ଦୃଢ କାର୍ୟ୍ୟନୁଷ୍ଠାନ ପାଇଁ ଦାବି କରିଛନ୍ତି। ଏସବୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କୁଜଙ୍ଗ ଅତିରିକ୍ତ ସାମୁଦ୍ରିକ ମତ୍ସ୍ୟ ଅଧିକାରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!