Masthead

ଘୁଞ୍ଚିବନି ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଘୁଞ୍ଚିବନି ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଏହି ଦୁଇ ଶ୍ରେଣୀର ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। ଏନେଇ ସ୍ପଷ୍ଟ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ପରୀକ୍ଷା ପାଇଁ ଅଧିକ କେନ୍ଦ୍ର କରାଯିବ ବୋଲି ସେ କହିଛନ୍ତି। ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ୟ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ