Masthead

୮୦ ମାର୍କର ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ବୋର୍ଡ ପରୀକ୍ଷାକୁ ମଧ୍ୟ କରୋନା କାଳ ଏକ ପ୍ରକାରର ରୂପେ ପ୍ରଭାବିତ କରିଥିଲା । ପିଲାମାନଙ୍କର ଭବିଷ୍ୟତକୁ ନେଇ ମନରେ ଭୟ ଆଣିଦେଇଥଲା । ବର୍ତ୍ତମାନ ବର୍ଷ ଶେଷ ହୋଇଗଲାଣି । ତେବେ ଚଳିତ ବର୍ଷ ପିଲାମାନଙ୍କର ପାଠପଢ଼ାକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୮ ତାରିଖରେ ସ୍କୁଲ ଖୋଲିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେହିପରି ମେ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ ମାଟ୍ରିକ ଛାତ୍ର ଛାତ୍ରୀ ୮୦ ମାର୍କର ପରୀକ୍ଷା ଦେବେ। ୫୦ ମାର୍କରେ ଅବଜେକଟିଭ ଓ ୩୦ ମାର୍କ ସବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେବେ।

କିନ୍ତୁ ମୂଲ୍ୟାୟନ ହେବ ୧୦୦ ମାର୍କରୁ। ଅର୍ଥାତ ୮୦ ମାର୍କରୁ ପରୀକ୍ଷାର୍ଥୀ ରଖିଥିବା ମାର୍କ ଅନୁଯାୟୀ ବଳକା ୨୦ ମାର୍କ ପାଇଁ ଆଭରେଜ ମାର୍କ ପାଇବେ। ସେହିପରି ପରୀକ୍ଷା ସରିବାର ୪୫ ରୁ ୫୦ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ। ଦ୍ଵିତୀୟ ପର୍ୟ୍ୟାୟରେ ଆବାସିକ ବିଦ୍ୟାଳୟ ଗୁଡିକର ହଷ୍ଟେଲ ଖୋଲିବା ପାଇଁ ଯୋଜନା ରହିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ହଷ୍ଟେଲ ଖୋଲିବା ନେଇ ପରେ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ