Masthead

୫ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୧୦ ତାରିଖରୁ ଓଡ଼ିଶାରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି ଶେଷ ହୋଇଛି । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ପ୍ରଥମ ଦିନ ଘଣ୍ଟାଏ ଆଗରୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରାମର୍ଶ ଦିଆଯାଇଛି । ୩ହଜାର ୨୧୮ କେନ୍ଦ୍ରରେ ୫ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇଛି ।

ସେହିପରି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି । ପରିକ୍ଷା କେନ୍ଦ୍ରର ଶିକ୍ଷକ ଶିକ୍ଷୟିତ୍ରୀମାନେ ମୋବାଇଲ ଫୋନ ସୁଇଚ୍ ଅଫ୍ କରି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ରଖିବା ପାଇଁ କୁହାଯାଇଛି । ମୋଟ ୩୧୬ଟି ନୋଡାଲ ସେଣ୍ଟରରେ ପ୍ରଶ୍ନ ପତ୍ର ପହଞ୍ଚି ସାରିଛି । ଯେଉଁଦିନ ପରୀକ୍ଷା ସେହି ଦିନ ସକାଳ ୬ରୁ ୭ଟା ମଧ୍ୟରେ ହିଁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ । ପୋଲିସ ଏସ୍କର୍ଟରେ ପହଞ୍ଚିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା