Masthead

ଖୁବଶୀଘ୍ର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ । ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ବର୍ତ୍ତମାନ ସୁଦ୍ଧା ପରୀକ୍ଷା ଫଳ ବାହାରିବା ନେଇ କୌଣସି ତାରିଖ ଧାର୍ଯ୍ୟ ହୋଇନାହିଁ । ଖୁବ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ସୂଚନା ଅନୁସାରେ, ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ । ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା