Masthead

ଫେବୃଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦୨୪ ଫେବୃଆରୀ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଫେବୃଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ଆଜି ଘୋଷଣା କରିଛି ବୋର୍ଡ । ଏହାପରେ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହେବ ଖାତା ଦେଖା । ୧୨ ଦିନ ପର୍ଯ୍ୟନ୍ତ ଚାଲିବ ଖାତାଦେଖା । ପରୀକ୍ଷା ନିମନ୍ତେ ଆସନ୍ତା ଅକ୍ଟୋବର ମାସରେ ହେବ ଫର୍ମପୁରଣ । ମାଟ୍ରିକ ସହ ମଧ୍ୟମା,ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ । ପରୀକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା