Masthead

ଆଜିଠୁ ମାଟ୍ରିକ ପରୀକ୍ଷା

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ୍ ପରୀକ୍ଷା । ମାର୍ଚ୍ଚ ୬ ଯାଏଁ ଚାଲିବ ପରୀକ୍ଷା । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିଛି ପରୀକ୍ଷା । ୩୧୩୩ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ । ଭାଇରାଲ୍ ରୋକିବାକୁ ପ୍ରଶ୍ନପତ୍ରରେ କ୍ୟୁଆର୍‌ କୋର୍ଡ ବ୍ୟବସ୍ଥା କରାଯାଇଛି । ପ୍ରଥମ ଦିନ ଓଡ଼ିଆ ମାତୃଭାଷା ବିଷୟରୁ ପରୀକ୍ଷା ଆରମ୍ଭ ହେବ ।

ରେଗୁଲାର୍‌ ଓ ଏକ୍ସରେଗୁଲାର୍‌ ଗୋଟିଏ ସିଟିଂରେ ପରୀକ୍ଷା ହେବ । ପରୀକ୍ଷାର୍ଥୀମାନଙ୍କୁ ସକାଳ ୭ ଟା ୩୦ ସୁଦ୍ଧା ପରୀକ୍ଷା କେନ୍ଦ୍ର ନିକଟରେ ପହଞ୍ଚିବାକୁ ହେବ। କଡ଼ା ଯାଞ୍ଚ୍‌ ପରେ ପରୀକ୍ଷାର୍ଥୀଙ୍କୁ ଭିତରକୁ ଛଡ଼ାଯାଇଛି । ପରୀକ୍ଷାର୍ଥୀମାନଙ୍କୁ ସାଧାରଣ ହାତ ଘଣ୍ଟା ନେବାକୁ ସୁଯୋଗ ରହିଥିଲେ ହିଁ ଡିଜିଟାଲ୍‌ ତଥା ସ୍ମାର୍ଟ ୱାଚ୍‌ ନେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ରହିଛି । ଏହି ପରୀକ୍ଷା ଆସନ୍ତା ୬ ତାରିଖ ପର୍ୟ୍ୟନ୍ତ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ