Masthead

ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ୩ ହଜାର ୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ । କପି ରୋକିବାକୁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସକାଳ ୮ରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ପରୀକ୍ଷାର୍ଥୀ ମାତୃଭାଷା ସାହିତ୍ୟ ପରୀକ୍ଷା ଦେଉଛନ୍ତି । ସକାଳ ୧୦ ଟାରେ ଶେଷ ହେବ ପରୀକ୍ଷା । ୩୨୧୮ଟି ପରୀକ୍ଷା କେନ୍ଦ୍ର ମଧ୍ୟରୁ ୩୧୬ଟି ନୋଡାଲ କେନ୍ଦ୍ର ଖୋଲାଯାଇଛି ।

ନକ୍ସଲ ପ୍ରବଣ ଅଂଚଳରେ ୨୨ଟି ଥାନାରେ ନୋଡାଲ କେନ୍ଦ୍ର କରାଯାଇଛି । ପ୍ରଶ୍ନ ପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ପରୀକ୍ଷା ସମୟରେ ଡ୍ୟୁଟିରେ ପଡିଥିବା ଶିକ୍ଷକ ଏବଂ ଶିକ୍ଷୟତ୍ରୀ ମାନେ ମୋବାଇଲ ବନ୍ଦ ରଖିବେ । ମାର୍ଚ୍ଚ ୧୭ ତାରିଖ ପର୍ୟ୍ୟନ୍ତ ଏହି ପରୀକ୍ଷା ଚାଲିବ । କପି ରୋକିବାକୁ ମୋଟ୍ ୭୪ଟି ସ୍କ୍ୱାର୍ଡ ଗଠନ କରାଯାଇଛି । ୫୭ଟି ସେଂଟ୍ରାଲ ସ୍କ୍ୱାର୍ଡ ଅଚାନକ ପରୀକ୍ଷା କେନ୍ଦ୍ର ବୁଲିବେ ଓ ପରୀକ୍ଷା ସମ୍ପର୍କରେ ବୁଝିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ