Masthead

ଜୁଲାଇ ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜୁଲାଇ ୩୦ରୁ ମାଟ୍ରିକ ପିଲାଙ୍କ ଅଫଲାଇନ ପରୀକ୍ଷା । ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଜୁଲାଇ ୫ରୁ ୧୪ ତାରିଖ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ପିଲା ଅଫଲାଇନ ପରୀକ୍ଷା ଦେଇପାରିବେ । ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଅଫଲାଇନ ପରୀକ୍ଷା ଚାଲିବ । କୋଭିଡ ନିୟମ ମାନି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ନିଜ ରେଜଲ୍ଟକୁ ନେଇ ଛାତ୍ରଛାତ୍ରୀଙ୍କ ଅଶାନ୍ତି ବୃଦ୍ଧି ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ