Masthead

ଜୁଲାଇ ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜୁଲାଇ ୩୦ରୁ ମାଟ୍ରିକ ପିଲାଙ୍କ ଅଫଲାଇନ ପରୀକ୍ଷା । ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଜୁଲାଇ ୫ରୁ ୧୪ ତାରିଖ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ପିଲା ଅଫଲାଇନ ପରୀକ୍ଷା ଦେଇପାରିବେ । ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଅଫଲାଇନ ପରୀକ୍ଷା ଚାଲିବ । କୋଭିଡ ନିୟମ ମାନି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ନିଜ ରେଜଲ୍ଟକୁ ନେଇ ଛାତ୍ରଛାତ୍ରୀଙ୍କ ଅଶାନ୍ତି ବୃଦ୍ଧି ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ