Masthead

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଶ୍ନକାଳରେ ବିଜେପି ପକ୍ଷରୁ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଗୃହରେ ଭାଇରଲ ପ୍ରଶ୍ନପତ୍ର ଦେଖାଇ ପିଲାଙ୍କ ଭବିଷ୍ୟତ ଖେଳ ଖେଳୁଛନ୍ତି ସରକାର ବୋଲି ଗୃହରେ ନାରାବାଜି କରିଥିଲେ ବିଜେପି ସଦସ୍ୟ । ଏନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହରେ ହଟଗୋଳ କରିଥିଲେ ବିରୋଧୀ ବିଜେପି ।

ବିଜେପି ସଦସ୍ୟଙ୍କ ସହ କଂଗ୍ରେସ ସଦସ୍ୟମାନେ ଯୋଗ ଦେଇ ଗୃହ ମଧ୍ୟ ଭାଗରେ ନାରାବାଜି କରିଥିଲେ । ୭ଟା ୨୦ରେ ପୁରୀ ଜିଲ୍ଲାରେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ ହୋଇଛି । ପିଲାଙ୍କ ଭବିଷ୍ୟତ ସହିତ ଖେଳ ଖେଳୁଛନ୍ତି ସରକାର ବୋଲି ଅଭିଯୋଗ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା