ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଶ୍ନକାଳରେ ବିଜେପି ପକ୍ଷରୁ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଗୃହରେ ଭାଇରଲ ପ୍ରଶ୍ନପତ୍ର ଦେଖାଇ ପିଲାଙ୍କ ଭବିଷ୍ୟତ ଖେଳ ଖେଳୁଛନ୍ତି ସରକାର ବୋଲି ଗୃହରେ ନାରାବାଜି କରିଥିଲେ ବିଜେପି ସଦସ୍ୟ । ଏନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହରେ ହଟଗୋଳ କରିଥିଲେ ବିରୋଧୀ ବିଜେପି ।

ବିଜେପି ସଦସ୍ୟଙ୍କ ସହ କଂଗ୍ରେସ ସଦସ୍ୟମାନେ ଯୋଗ ଦେଇ ଗୃହ ମଧ୍ୟ ଭାଗରେ ନାରାବାଜି କରିଥିଲେ । ୭ଟା ୨୦ରେ ପୁରୀ ଜିଲ୍ଲାରେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ ହୋଇଛି । ପିଲାଙ୍କ ଭବିଷ୍ୟତ ସହିତ ଖେଳ ଖେଳୁଛନ୍ତି ସରକାର ବୋଲି ଅଭିଯୋଗ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!