Masthead

ଆଜି ଘୋଷଣା ହେବ ମାଟ୍ରିକ ରେଜଲ୍ଟ ତାରିଖ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ହେବ ମାଟ୍ରିକ ରେଜଲ୍ଟ ତାରିଖ ଘୋଷଣା । କଟକ ବୋର୍ଡ ଅଫିସରେ ସାଢେ ୧୧ରେ ଘୋଷଣା । ପ୍ରେସମିଟ କରି କାର୍ଯ୍ୟାଳୟ ପକ୍ଷରୁ ତାରିଖ ଘୋଷଣା କରାଯିବ । କଟକ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ଏନେଇ ସୂଚନା ଦେଇଛନ୍ତି ।

ଗତ ମାର୍ଚ୍ଚ ୧୦ରୁ ୨୦ ଯାଏ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରାୟ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ପରୀକ୍ଷାର୍ଥୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି