Masthead

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । କଟକ ମୁଖ୍ୟ କାର୍ଯ୍ୟାଳୟରେ ମାଟ୍ରିକ ପରୀକ୍ଷା ସହିତ ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ମଧ୍ୟ ଏକାସାଙ୍ଗରେ ପ୍ରକାଶ ପାଇଛି । ତେବେ ଏ ବର୍ଷ ୯୭.୮୯% ଛାତ୍ରଛାତ୍ରୀ ପାସ କରିଛନ୍ତି । ୫ଲକ୍ଷ ୬୨ହଜାର ୧୦ଜଣ ପାସ କରିଥିବା ବେଳେ ୭ହଜାର ୭ଜଣ ପିଲା ଫେଲ ହୋଇଛନ୍ତି । ତେବେ ପ୍ରଥମ କରି ବିନା ପରୀକ୍ଷାରେ ଫଳ ପ୍ରକାଶ ପାଇଛି । ଫଳ ପ୍ରକାଶ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଏସଏମଏସ ମାଧ୍ୟମରେ ଜାଣିହେବ ଫଳ । ୫୬୭୬୭୫୦କୁ ଏସଏମଏସ କଲେ ଜାଣିହେବ । ଓଆର୦୧ଲେଖି ରୋଲ ନମ୍ବର ଦେଇ ଏସଏମଏସ କଲେ ନିଜର ଫଳ ଜାଣି ହେବ । ମାର୍କରେ ଅସନ୍ତୁଷ୍ଟ ଥିବା ପିଲା ଦେଇପାରିବେ ପରୀକ୍ଷା । ଜୁଲାଇ ୫ରେ ହେବ ଫର୍ମ ପୂରଣ । ଚଳିତବର୍ଷ ଏ୧ ଗ୍ରେଡରେ ପାସ କରିଛନ୍ତି ୨୬୫୬ । ଏ୨ ଗ୍ରେଡରେ ପାସ୍ ୨୨ହଜାର ୧୩୧ ପିଲା । ବି୧ ଗ୍ରେଡରେ ପାସ୍ କରିଛନ୍ତି ୫୨ହଜାର ୧୯୯ ଏବଂ ବି୨ ଗ୍ରେଡରେ ପାସ୍ କରିଛନ୍ତି ୯୪ହଜାର ୪୭୫ ପିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ? 🔴 ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଶ୍ରୀନଗରରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିପାତ 🔴 ଆଜିଠୁ ବିଜେପିର ‘ତ୍ରିରଙ୍ଗା ଯାତ୍ରା’ 🔴 ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ଶୁଣାଣି 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ? 🔴 ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଶ୍ରୀନଗରରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିପାତ 🔴 ଆଜିଠୁ ବିଜେପିର ‘ତ୍ରିରଙ୍ଗା ଯାତ୍ରା’ 🔴 ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ଶୁଣାଣି