Masthead

ମେ’ ଦ୍ୱିତୀୟାର୍ଦ୍ଧରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଖୁବଶୀଘ୍ର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା । ମେ’ ଦ୍ୱିତୀୟାର୍ଦ୍ଧରେ ଦଶମ ଶ୍ରେଣୀର ଫଳ ପ୍ରକାଶ ପାଇବ । ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ ନେଇ ପ୍ରତିକ୍ରିୟା ଜାରି ରହିଛି କହିଛନ୍ତି ସଭାପତି । ଏବର୍ଷ ରାଜ୍ୟର ୩ହଜାର ୨୧୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୪୧ ହଜାର ୨୪୭ ବିଦ୍ୟାର୍ଥୀ ପରୀକ୍ଷା ଦେଇଛନ୍ତି ।

ଏପ୍ରିିଲ ୩ ତାରିଖରୁ ଦଶମ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖୁଥିଲେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟତ୍ରୀ । ସେମାନଙ୍କ ପାଇଁ ମୂଲ୍ୟାଙ୍କନ କେନ୍ଦ୍ର ଗୁଡିକରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ଖାତାଦେଖା ସରିବା ପରେ ଏବେ ଟାବୁଲେସନ ଉପରେ ଧ୍ୟାନ ଦିଆଯିବ । ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ