Masthead

ମେ’ ଦ୍ୱିତୀୟାର୍ଦ୍ଧରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଖୁବଶୀଘ୍ର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା । ମେ’ ଦ୍ୱିତୀୟାର୍ଦ୍ଧରେ ଦଶମ ଶ୍ରେଣୀର ଫଳ ପ୍ରକାଶ ପାଇବ । ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ ନେଇ ପ୍ରତିକ୍ରିୟା ଜାରି ରହିଛି କହିଛନ୍ତି ସଭାପତି । ଏବର୍ଷ ରାଜ୍ୟର ୩ହଜାର ୨୧୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୪୧ ହଜାର ୨୪୭ ବିଦ୍ୟାର୍ଥୀ ପରୀକ୍ଷା ଦେଇଛନ୍ତି ।

ଏପ୍ରିିଲ ୩ ତାରିଖରୁ ଦଶମ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖୁଥିଲେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟତ୍ରୀ । ସେମାନଙ୍କ ପାଇଁ ମୂଲ୍ୟାଙ୍କନ କେନ୍ଦ୍ର ଗୁଡିକରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ଖାତାଦେଖା ସରିବା ପରେ ଏବେ ଟାବୁଲେସନ ଉପରେ ଧ୍ୟାନ ଦିଆଯିବ । ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା