Masthead

ମେ’ ୩ରୁ ମ୍ୟାଟ୍ରିକ୍‌ ପରୀକ୍ଷା, ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ

କଟକ (ବଡ଼ ଖବର ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ପରିଷଦର ବିଜ୍ଞପ୍ତି ଜାରି । ଏହି ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ମେ’ ୧୫ ଯାଏ ଚାଲିବ । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା ଓ ଶେଷ ହେବ ୧୦ଟାରେ । ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ହେବ,୫ରେ ଇଂଲିଶ, ୭ରେ ହିନ୍ଦୀ, ୮ରେ ସଂସ୍କୃତ, ୧୦ରେ ଗଣିତ,୧୨ରେ ବିଜ୍ଞାନ ଓ ୧୫ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ଉଭୟ ରେଗୁଲାର ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଗୋଟିଏ ପ୍ରଶ୍ନପତ୍ର ରହିଥିବ । ତେବେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ ମିଳିବ। ଅର୍ଥାତ ୧୦ଟା ୧୫ରେ ପରୀକ୍ଷା ସରିବ । ୭ଟା ୪୫ରେ ଉଭୟ ଅବ୍‌ଜେକ୍ଟିଭ ଓ ସବ୍‌ଜେକ୍ଟିଭ ପ୍ରଶ୍ନପତ୍ର ବଣ୍ଟାଯିବ। ଅବ୍‌ଜେକ୍ଟିଭ୍‌ ସକାଳ ୮ଟାରୁ ୯ଟା ଓ ସବ୍‌ଜେକ୍ଟିଭ ୯ଟାରୁ ୧୦ଟା ଯାଏ ହେବ। ଓଏମଆରରେ ଅବ୍‌ଜେକ୍ଟିଭ ଓ ବୁକ୍‌ଲେଟରେ ସବ୍‌ଜେକ୍ଟିଭ ଉତ୍ତର ଲେଖିବେ ଛାତ୍ରଛାତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ