Masthead

ମେ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ମେ ୩ରୁ ଆରମ୍ଭ ହୋଇ ମେ ୧୫ରେ ଶେଷ ହେବ । ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ମେ ୩ରୁ ଆରମ୍ଭ ହୋଇ ମେ ୧୨ ତାରିଖରେ ଶେଷ ହେବାକୁ ଥିବା ବେଳେ ମଧ୍ୟମ ପରୀକ୍ଷା ଆସନ୍ତା ମେ ୩ରୁ ଆରମ୍ଭ ହୋଇ ମେ ୧୨ରେ ଶେଷ ହେବ ।

କରୋନା ପାଇଁ ଚଳିତ ବର୍ଷ ପରୀକ୍ଷା ଶୈଳୀରେ ବହୁ ପରିବର୍ତ୍ତନ କରାଯାଇଛି । ପ୍ରତି ବିଷୟରେ ମୋଟ ୮୦ ନମ୍ବର ପରୀକ୍ଷା ହେବାକୁ ହେବ । ପରୀକ୍ଷା ସମୟ ୨ ଘଣ୍ଟା ଥିବା ବେଳେ ମେ ରେ ଗ୍ରୀଷ୍ମ ଋତୁ ପାଇଁ ପରୀକ୍ଷା ସକାଳ ୭ଟାରୁ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ପୂର୍ବ ବର୍ଷ ଭଳି ପରୀକ୍ଷା କେନ୍ଦ୍ରରେ ମଧ୍ୟ ପରିବର୍ତ୍ତନ କରାଯାଇନାହିଁ । ପରୀକ୍ଷାର୍ଥୀମାନେ ନିଜ ନିଜ ବିଦ୍ୟାଳୟରେ ପରୀକ୍ଷା ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା