Masthead

ଆସନ୍ତାକାଲି ବାହାରିବ ମାଟ୍ରିକ ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟରେ କାଲି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟା ୬ଟାରେ ୱେବସାଇଟରେ ଉପଲବ୍ଧ ହେବ ।

ୱେବସାଇଟ www.bseodisha.ac.in ଉପଲବ୍ଧ ହେବ । ଇଣ୍ଟରନେଟ୍ ସୁବିଧା ନଥିଲେ ମୋବାଇଲ ଏସଏମଏସରେ ଦେଖିପାରିବେ। ଏଥିପାଇଁ ମୋବାଇଲରେ OR01<ରୋଲ ନଂ>  ଟାଇପ କରି ୫୬୭୬୭୫୦ କୁ ଏସଏମଏସ ପଠାଇଲେ ରେଜଲ୍ଟ ମିଳିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ