Masthead

ଆସନ୍ତାକାଲି ବାହାରିବ ମାଟ୍ରିକ ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । କଟକ ବୋର୍ଡ କାର୍ଯ୍ୟାଳୟରେ କାଲି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟା ୬ଟାରେ ୱେବସାଇଟରେ ଉପଲବ୍ଧ ହେବ ।

ୱେବସାଇଟ www.bseodisha.ac.in ଉପଲବ୍ଧ ହେବ । ଇଣ୍ଟରନେଟ୍ ସୁବିଧା ନଥିଲେ ମୋବାଇଲ ଏସଏମଏସରେ ଦେଖିପାରିବେ। ଏଥିପାଇଁ ମୋବାଇଲରେ OR01<ରୋଲ ନଂ>  ଟାଇପ କରି ୫୬୭୬୭୫୦ କୁ ଏସଏମଏସ ପଠାଇଲେ ରେଜଲ୍ଟ ମିଳିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି