Masthead

ଜଳୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତତଲା ତାୱାରେ ଭାଜି ହେଉଛି ପୂରା ଓଡ଼ିଶା । ତାତିରୁ ମିଳୁନି ନିସ୍ତାର । କଲକଲ ଲୋକେ । ଜଳୁଛି ପଶ୍ଚିମ ଓଡ଼ିଶା । ୮ ସହରରେ ଆଜି ୪୫ ଡିଗ୍ରୀ ଛୁଇଁପାରେ ଦିନର ସର୍ବୋଚ୍ଚ ତାପମାତ୍ରା। ଯାହାକୁ ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆଭ୍ୟନ୍ତରୀଣ ଓଡ଼ିଶାରେ ଆଗାମୀ ଦୁଇ ଦିନରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେଣୁ ଖରାରେ ପଦାକୁ ବାହାରିଲେ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ପ୍ରବଳ ଖରାରକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ ବଲାଙ୍ଗିର ସହରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା