Masthead

ସ୍ୱାସ୍ଥ୍ୟ ବିଭାଗରେ ସର୍ବାଧିକ ପଦବୀ ଖାଲି : ପ୍ରୀତିରଞ୍ଜନ ଘଡାଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୯୮ ହଜାର ପଦବୀ । ୪୧ ବିଭାଗରେ ମୋଟ ୯୮ ହଜାର ୩୪୮ ପଦବୀ ଖାଲି ପଡ଼ିଛି । ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇଙ୍କ ସୂଚନା । ସ୍ୱାସ୍ଥ୍ୟ ବିଭାଗରେ ଖାଲି ପଡ଼ିଛି ସର୍ବାଧିକ ୨୬ ହଜାର ୮୧୫ ପଦବୀ ।

ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗରେ ୨୧ ହାଜର ୮୪୪ ପଦବୀ ଖାଲି ପଡ଼ିଛି । ଗୃହ ବିଭାଗରେ ବି ୭ ହାଜର ୩୧୫ ପଦବୀ ଖାଲି ପଡ଼ିଛି । ରାଜସ୍ବ ଏବଂ ବିପର୍ଯ୍ୟୟ ପ୍ରଶମନ ବିଭାଗରେ ୫ ହାଜର ୮୯୨ ପଦବୀ ଖାଲି । ଉଚ୍ଚ ଶିକ୍ଷା ବିଭାଗରେ ୩ ହାଜର ୭୭୭ ପଦବୀ ଖାଲି । କୃଷି ବିଭାଗର ୨ ହାଜର ୮୨୧ ପଦବୀ ଖାଲି ପଡ଼ିଥିବା କହିଛିନ୍ତି ପ୍ରୀତିରଞ୍ଜନ ଘଡାଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା