Before Header

ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା

0 54

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ ମାସ ଶେଷ ସୁଦ୍ଧା ଆସିପାରେ ଯୁକ୍ତ ୨ ରେଜଲ୍ଟ । ୨୮ରେ ହୋଇପାରେ ତାରିଖ ଘୋଷଣା । ମେ ୩୦ କିମ୍ବା ୩୧ରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ସମ୍ଭାବନା । ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ଖାତା ଦେଖାଠାରୁ ଆରମ୍ଭ କରି ଟାବୁଲେସନ୍ ପ୍ରକ୍ରିୟା ସବୁ ଶେଷ ହୋଇଛି । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । ଏହାପରେ ଜୁନ ୮ ସୁଦ୍ଧା କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ତେବେ ଚଳିତ ବର୍ଷ ପରୀକ୍ଷା ଦେଇଛନ୍ତି ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ।

Leave A Reply

Your email address will not be published.