Masthead

ଝିଆରୀର ଚାକିରି ପାଇଁ ନବଙ୍କ ପାଖକୁ ଯାଇଥିଲେ ଗୋପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟାକାଣ୍ଡକୁ ନେଇ ନରସିଂହ ମିଶ୍ରଙ୍କ ବିସ୍ଫୋରକ ବୟାନ । କହିଲେ, ‘ପରିବାର ଲୋକେ ଷଡ଼ଯନ୍ତ୍ର କରିଥାଇପାରନ୍ତି ନବଙ୍କୁ ହତ୍ୟା କରିବା ପାଇଁ । ଆହୁରୀ ଏକ ସୁରାକ ମଧ୍ୟ ଦେଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା । କହିଛନ୍ତି, ମୋ ପାଖରେ ଯାହା ତଥ୍ୟ ଅଛି ଚାକିରୀ ପାଇଁ ଝିଆରିକୁ ନେଇ ନବ ବାବୁଙ୍କ ପାଖକୁ ଯାଉଥିଲେ ଗୋପାଳ । ସେତେବେଳ କ’ଣ ଅଘଟଣ ନ ଘଟିଥାଇ ପାରେ ବୋଲି କିଏ କହିବ । ନବ ବାବୁଙ୍କ ନାଁରେ ପୂର୍ବରୁ ଅନେକ କଥା ଶୁଣିବାକୁ ମିଳିଛି ।

ଦେହାନ୍ତ ପରେ ଏହା କହିବା ଉଚିତ ହେବ ନାହିଁ । ଏଥିପାଇଁ ପରିବାର ଲୋକେ ଷଡଯନ୍ତ୍ର କରିଥାଇ ପାରନ୍ତି ନବଙ୍କୁ ହତ୍ୟା କରିବା ପାଇଁ । ଗୋପାଳ ଝିଆରିକୁ ପଚାରଉଚରା କଲେ ସ୍ପଷ୍ଟ ଜଣାପଡ଼ିବ । ସେଭଳି ଚରିତ୍ରର ଲୋକ ତାଙ୍କ ଦଳରେ ଥିଲେ ଦଳ ବଦନାମ ହେବ । ଦଳ ସେଥିପାଇଁ ପାଗଳ ବୋଲି ପ୍ରମାଣିତ କରିବାକୁ ଦଳ ଚେଷ୍ଟା କରୁଛି । ବ୍ୟବସାୟିକ ଓ଼ ରାଜନୈତକ ଶତ୍ରୁତା ମଧ୍ୟ ହତ୍ୟାକାଣ୍ଡର କାରଣ ହୋଇପାରେ । ନବଙ୍କ ହତ୍ୟା ପରେ ତାଙ୍କ ସପକ୍ଷ ବାଦୀ ଓ ଜଣେ ପୂର୍ବତନ ମନ୍ତ୍ରୀଙ୍କ ସପକ୍ଷବାଦୀ ମାଡ଼ କାହିଁକି ଲାଗିଲେ । ଏ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା