Masthead

ଝିଆରୀର ଚାକିରି ପାଇଁ ନବଙ୍କ ପାଖକୁ ଯାଇଥିଲେ ଗୋପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟାକାଣ୍ଡକୁ ନେଇ ନରସିଂହ ମିଶ୍ରଙ୍କ ବିସ୍ଫୋରକ ବୟାନ । କହିଲେ, ‘ପରିବାର ଲୋକେ ଷଡ଼ଯନ୍ତ୍ର କରିଥାଇପାରନ୍ତି ନବଙ୍କୁ ହତ୍ୟା କରିବା ପାଇଁ । ଆହୁରୀ ଏକ ସୁରାକ ମଧ୍ୟ ଦେଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା । କହିଛନ୍ତି, ମୋ ପାଖରେ ଯାହା ତଥ୍ୟ ଅଛି ଚାକିରୀ ପାଇଁ ଝିଆରିକୁ ନେଇ ନବ ବାବୁଙ୍କ ପାଖକୁ ଯାଉଥିଲେ ଗୋପାଳ । ସେତେବେଳ କ’ଣ ଅଘଟଣ ନ ଘଟିଥାଇ ପାରେ ବୋଲି କିଏ କହିବ । ନବ ବାବୁଙ୍କ ନାଁରେ ପୂର୍ବରୁ ଅନେକ କଥା ଶୁଣିବାକୁ ମିଳିଛି ।

ଦେହାନ୍ତ ପରେ ଏହା କହିବା ଉଚିତ ହେବ ନାହିଁ । ଏଥିପାଇଁ ପରିବାର ଲୋକେ ଷଡଯନ୍ତ୍ର କରିଥାଇ ପାରନ୍ତି ନବଙ୍କୁ ହତ୍ୟା କରିବା ପାଇଁ । ଗୋପାଳ ଝିଆରିକୁ ପଚାରଉଚରା କଲେ ସ୍ପଷ୍ଟ ଜଣାପଡ଼ିବ । ସେଭଳି ଚରିତ୍ରର ଲୋକ ତାଙ୍କ ଦଳରେ ଥିଲେ ଦଳ ବଦନାମ ହେବ । ଦଳ ସେଥିପାଇଁ ପାଗଳ ବୋଲି ପ୍ରମାଣିତ କରିବାକୁ ଦଳ ଚେଷ୍ଟା କରୁଛି । ବ୍ୟବସାୟିକ ଓ଼ ରାଜନୈତକ ଶତ୍ରୁତା ମଧ୍ୟ ହତ୍ୟାକାଣ୍ଡର କାରଣ ହୋଇପାରେ । ନବଙ୍କ ହତ୍ୟା ପରେ ତାଙ୍କ ସପକ୍ଷ ବାଦୀ ଓ ଜଣେ ପୂର୍ବତନ ମନ୍ତ୍ରୀଙ୍କ ସପକ୍ଷବାଦୀ ମାଡ଼ କାହିଁକି ଲାଗିଲେ । ଏ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ