Masthead

ମିଳିଗଲା ମାୟାବତୀଙ୍କ ଉତ୍ତରାଧିକାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବହୁଜନ ସମାଜବାଦୀ ପାର୍ଟିର ମୁଖ୍ୟ ମାୟାବତୀ ଆଜି ତାଙ୍କର ଉତରାଧିକାରୀ ଘୋଷଣା କରିଛନ୍ତି । ଲକ୍ଷ୍ନୌରେ ଆୟୋଜିତ ପାର୍ଟି ବୈଂକ କ୍ରମରେ ସେ ଏହି ବଡ ନିଷ୍ପତ୍ତିର ଘୋଷଣା କରିଛନ୍ତି । ମାୟାବତୀ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ତାଙ୍କର ରାଜନୈତିକ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ଆକାଶ ବର୍ତ୍ତମାନ ବିଏସପିର ଜାତୀୟ ସଂଯୋଜକ ମଧ୍ୟ ଅଛନ୍ତି। ୨୦୧୭ ରେ ଆକାଶଙ୍କ ରାଜନୈତିକ ଯାତ୍ରା ଆରମ୍ଭ ହୋଇଥିଲା। ମାୟାବତୀ ୨୦୧୭ ରେ ଏକ ବଡ ରାଲି କରି ରାଜନୀତିରେ ଆକାଶ ଆନନ୍ଦଙ୍କୁ ସ୍ୱାଗତ କରିଥିଲେ। ଆକାଶ ମାଷ୍ଟର ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ୍ (ଏମବିଏ) କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି