Masthead

୬ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ବାରିପଦା (ବଡ଼ ଖବର ବ୍ୟୁରୋ): କୁଡୁମୀ ଜାତିକୁ ଆଦିବାସୀ ମାନ୍ୟତା ଦାବିରେ ଆଜି ୬ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦେଇଛି କୁଡ଼ୁମୀ ସେନା। ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆ ଯାଇଛି। ଫଳରେ ଜାତୀୟ ରାଜପଥ ୧୮ ଓ ଜାତୀୟ ରାଜପଥ ୪୯କୁ ସମ୍ପୂର୍ଣ ବନ୍ଦ କରି ଦିଆ ଯାଇଛି। କୁଡୁମି ସେନାର କର୍ମୀମାନେ ପିକେଟିଂ କରୁ ଥିବାର ଦେଖିବାକୁ ମିଳିଛି।

ରାସ୍ତାର ଉଭୟ ପାର୍ଶ୍ଵରେ ଗାଡ଼ି ଗୁଡ଼ିକ ଛିଡା ହୋଇଥିବାର ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲ୍ଲାର ବାରିପଦା,ରାଇରଙ୍ଗପୁର,ଉଦଳା,କରଞ୍ଜିଆ,ସାରସକଣା ଆଦି ସ୍ଥାନରେ ଏହି ବନ୍ଦ ପାଳନ କରାଯାଉଛି । ଗାଡ଼ି ମଟର, ଦୋକାନ ବଜାର ସବୁ ବନ୍ଦ ହେବା ଫଳରେ ଲୋକମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା