Masthead

ହଷ୍ଟେଲ ଛାତରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ଆତ୍ମହତ୍ୟା

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ହଷ୍ଟେଲ ଛାତରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ଆତ୍ମହତ୍ୟା । ଗତକାଲି ବିଳମ୍ବିତ ରାତିରେ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଫକୀରମୋହନ ସରକାରୀ ମେଡିକାଲ କଲେଜ ତୃତୀୟ ବର୍ଷର ଡାକ୍ତରୀ ଛାତ୍ର ହିତେଷ୍ଣୁ ଦାସ। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ। ଗତକାଲି ନାଇଟ-ସୋ ସିନେମା ଦେଖି ସାଙ୍ଗଙ୍କ ସହିତ ହଷ୍ଟେଲ ଫେରିଥିଲେ ହିତେଷ୍ଣୁ। ବାପାଙ୍କୁ ଆଇ ଲଭ୍ ୟୁ ମେସେଜ୍ ଦେବାପରେ ଛାତରୁ ଡେଇଁ ପଡିଥିବା ସୂଚନା। ଆତ୍ମହତ୍ୟା କରିଥିବା ଛାତ୍ର ଜଣକ ବାଲେଶ୍ଵର ସଦର ଥାନା ଭୀମପୁରା ଅଞ୍ଚରର ଚନ୍ଦ୍ରକାନ୍ତ ଦାସଙ୍କ ପୁଅ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା