ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଭଙ୍ଗା ରୁଜା ଘଟଣା ରେ ଆଉ ୬ ଜଣ ଗିରଫ

 

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ);

ଗତ କିଛି ଦିନତଳେ ଝାଡଲିଙ୍ଗ ଗ୍ରାମର ଜଣେ ଵ୍ୟକ୍ତି ଙ୍କ ଦୁର୍ଘଟଣା କୁ ନେଇ କିଛି ଲୋକଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭଙ୍ଗା ରୁଜା କରିଥିଲେ ।ଏହି ମାମଲା ରେ ଅସ୍ତରଙ୍ଗ ପୋଲିସ ଘଟଣା ସ୍ଥଳରୁ ତିନି ଜଣ କୁ ଗିରଫ କରିଥିଲେ । ଏହା ପରେ ଅସ୍ତରଙ୍ଗ ଥାନା ଅଧିକାରୀ ୧୪ଜଣକୁ ଗିରଫ କରିଥିଲେ ,ଆଉ ଅବଶିଷ୍ଟ ଫେରାର ଥିଲେ ।ଅସ୍ତରଙ୍ଗ ଥାନା ଅଧିକାରୀ ବାମ ଦେବ ନନ୍ଦ ଏକ ସ୍ୱତନ୍ତ୍ର ଟିମି ଗଠନ କରି ଛଅ ଜଣ କୁ ଗିରଫକରିବାରେ ସକ୍ଷମ ହୋଇଛନ୍ତି .ସେମାନଙ୍କୁ ନିମାପଡା କୋର୍ଟ ଚାଲାଣ କରାଯାଇଛି .ଭଙ୍ଗା ରୁଜା ଘଟଣା ରେ ମୋଟ ଅପରାଧୀ ଙ୍କ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ