Masthead

ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ ପରେ ମେଡ଼ିସିନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ରୋଗୀଙ୍କୁ ମେଡିସିନ ପାଇଁ ଏସଓପି । କରୋନା ଚିକିତ୍ସା ପାଇଁ ଆସିଲା ନୂଆ ଔଷଧ ଏସଓପି । ଔଷଧ ବ୍ୟବହାର ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ପ୍ରୋଟକଲ ଜାରି କରାଯାଇଛି । ଗୁରୁତର ରୋଗୀଙ୍କୁ ଦିଆଯାଇପାରିବ ଔଷଧ, ଇଞ୍ଜେକ୍ସନ । ଭେଣ୍ଟିଲେଟରରେ ଥିବା ରୋଗୀଙ୍କୁ ଦିଆଯାଇପାରିବ ଔଷଧ । ଅକ୍ସିଜେନ ଲେବଲ କମ୍ ଥିବା ରୋଗୀଙ୍କୁ ମଧ୍ୟ ଦିଆଯାଇପାରିବ ଔଷଧ ।

ଇଞ୍ଜେକ୍ସନ ଦେବା ପୂର୍ବରୁ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରାଯିବ । କରୋନା ରୋଗୀଙ୍କୁ ଔଷଧ ଦେବା ନେଇ ଡିସିଜିଆଇ ଅନୁମତି ଦେଇଛନ୍ତି । ନୂଆ ଡ୍ରଗ୍ସର ବ୍ୟବହାର ନେଇ ଏସିଏସ ପ୍ରଦୀପ୍ତ ମହାପାତ୍ରଙ୍କୁ ଚିଠି ଲେଖାଯାଇଛି । ସମସ୍ତ ଜିଲ୍ଲାପାଳ, ସିଡିଏମ, ଏମ୍ସ ନିର୍ଦେଶକ ଚିଠି ଲେଖାଯାଇଥିବା ବେଳେ ଏଏଚପିଜିଆଇସି, ଆଇଜିଏଚ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ସମସ୍ତ ମେଡିକାଲ କଲେଜ, ସରକାରୀ ଓ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା