Masthead

ସ୍ୱାସ୍ଥ୍ୟାବସ୍ଥା ଅନୁଧ୍ୟାନ ପରେ ମେଡ଼ିସିନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ରୋଗୀଙ୍କୁ ମେଡିସିନ ପାଇଁ ଏସଓପି । କରୋନା ଚିକିତ୍ସା ପାଇଁ ଆସିଲା ନୂଆ ଔଷଧ ଏସଓପି । ଔଷଧ ବ୍ୟବହାର ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ପ୍ରୋଟକଲ ଜାରି କରାଯାଇଛି । ଗୁରୁତର ରୋଗୀଙ୍କୁ ଦିଆଯାଇପାରିବ ଔଷଧ, ଇଞ୍ଜେକ୍ସନ । ଭେଣ୍ଟିଲେଟରରେ ଥିବା ରୋଗୀଙ୍କୁ ଦିଆଯାଇପାରିବ ଔଷଧ । ଅକ୍ସିଜେନ ଲେବଲ କମ୍ ଥିବା ରୋଗୀଙ୍କୁ ମଧ୍ୟ ଦିଆଯାଇପାରିବ ଔଷଧ ।

ଇଞ୍ଜେକ୍ସନ ଦେବା ପୂର୍ବରୁ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରାଯିବ । କରୋନା ରୋଗୀଙ୍କୁ ଔଷଧ ଦେବା ନେଇ ଡିସିଜିଆଇ ଅନୁମତି ଦେଇଛନ୍ତି । ନୂଆ ଡ୍ରଗ୍ସର ବ୍ୟବହାର ନେଇ ଏସିଏସ ପ୍ରଦୀପ୍ତ ମହାପାତ୍ରଙ୍କୁ ଚିଠି ଲେଖାଯାଇଛି । ସମସ୍ତ ଜିଲ୍ଲାପାଳ, ସିଡିଏମ, ଏମ୍ସ ନିର୍ଦେଶକ ଚିଠି ଲେଖାଯାଇଥିବା ବେଳେ ଏଏଚପିଜିଆଇସି, ଆଇଜିଏଚ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ସମସ୍ତ ମେଡିକାଲ କଲେଜ, ସରକାରୀ ଓ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ