Masthead

ବାଇଡେନ ଓ ପୁତିନଙ୍କ ମଧ୍ୟରେ ବୈଠକ

(ବଡ଼ ଖବର ବ୍ୟୁରୋ): ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର । ଯୁକ୍ତରାଷ୍ଟ୍ର ଆମେରିକା ଓ ଋଷିଆ । ଦୁଇ ଦେଶର ରାଷ୍ଟ୍ରପତିଙ୍କ ମଧ୍ୟରେ ଆଜି ହେଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଜେନେଭାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ବୈଠକ ବର୍ତ୍ତମାନ ଆରମ୍ଭ ହୋଇଛି । ଏହି ବୈଠକ ଉପରେ ପ୍ରତିଟି ଦେଶର ନଜର ରହିଛି । ଦୁଇ ଦେଶ ମଧ୍ୟରେ ଆଗରୁ ତିକ୍ତତା ଲାଗିରହିଥିବା ବେଳେ ଏବେ ଏହା କେଉଁ ମୋଡ଼ ନେବ ତାହା ଉପରେ ପ୍ରତିଟି ରାଷ୍ଟ୍ରର ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା