Masthead

ଶଙ୍ଖ ଭବନରେ ବସିଲା ପ୍ରଥମ ଇସ୍ତାହାର କମିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବସିଛି ବିଜେଡିର ପ୍ରଥମ ଇସ୍ତାହାର କମିଟି ବୈଠକ। ଶଙ୍ଖ ଭବନରେ ବସିଛି କମିଟି ବୈଠକ । ନିକଟରେ ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଥିଲା ବିଜେଡି। ସାଂସଦ ଚନ୍ଦ୍ରଶେଖର ସାହୁ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ଉପସଭାପତି ଦେବୀ ମିଶ୍ରଙ୍କ ସମେତ ପ୍ରତାପ ଦେବ, ସୁଦାମ ମାରାଣ୍ଡି, ମଙ୍ଗଳା କିଶନ, ପଦ୍ମନାଭ ବେହେରାଙ୍କ ସହ ମୋଟ ୭ ଜଣ ସହ ଅଧ୍ୟକ୍ଷ ରହିଛନ୍ତି।

ଅମର ପଟ୍ଟନାୟକଙ୍କୁ ଆବାହକ ଭାବେ ଦାୟିତ୍ଵ ଦିଆଯାଇଛି। ୨୫ ଜଣ ସଦସ୍ୟ ରହିଛନ୍ତି। ସରକାରକୁ ଆସିଲେ ବିଜେଡି ଲୋକଙ୍କ ପାଇଁ କଣ କରିବ ସେ ନେଇ ପ୍ରସ୍ତୁତ ହେବ ଇସ୍ତାହାର। ଏହି କମିଟିର ପରାମର୍ଶ ଆଧାରରେ ପ୍ରସ୍ତୁତ ହେବ ଇସ୍ତାହାର। ନିର୍ବାଚନ ପାଈଁ ବିଜେଡି ଇସ୍ତାହାର ଆଣିବା ପୂର୍ବରୁ ଆଜି ପ୍ରଥମ ବୈଠକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ