Masthead

ଶଙ୍ଖ ଭବନରେ ବସିଲା ପ୍ରଥମ ଇସ୍ତାହାର କମିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବସିଛି ବିଜେଡିର ପ୍ରଥମ ଇସ୍ତାହାର କମିଟି ବୈଠକ। ଶଙ୍ଖ ଭବନରେ ବସିଛି କମିଟି ବୈଠକ । ନିକଟରେ ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଥିଲା ବିଜେଡି। ସାଂସଦ ଚନ୍ଦ୍ରଶେଖର ସାହୁ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ଉପସଭାପତି ଦେବୀ ମିଶ୍ରଙ୍କ ସମେତ ପ୍ରତାପ ଦେବ, ସୁଦାମ ମାରାଣ୍ଡି, ମଙ୍ଗଳା କିଶନ, ପଦ୍ମନାଭ ବେହେରାଙ୍କ ସହ ମୋଟ ୭ ଜଣ ସହ ଅଧ୍ୟକ୍ଷ ରହିଛନ୍ତି।

ଅମର ପଟ୍ଟନାୟକଙ୍କୁ ଆବାହକ ଭାବେ ଦାୟିତ୍ଵ ଦିଆଯାଇଛି। ୨୫ ଜଣ ସଦସ୍ୟ ରହିଛନ୍ତି। ସରକାରକୁ ଆସିଲେ ବିଜେଡି ଲୋକଙ୍କ ପାଇଁ କଣ କରିବ ସେ ନେଇ ପ୍ରସ୍ତୁତ ହେବ ଇସ୍ତାହାର। ଏହି କମିଟିର ପରାମର୍ଶ ଆଧାରରେ ପ୍ରସ୍ତୁତ ହେବ ଇସ୍ତାହାର। ନିର୍ବାଚନ ପାଈଁ ବିଜେଡି ଇସ୍ତାହାର ଆଣିବା ପୂର୍ବରୁ ଆଜି ପ୍ରଥମ ବୈଠକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?