Masthead

୧୨ ରେ ବିଧାନସଭାର ସର୍ବଦଳୀୟ ବୈଠକ 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୨ ରେ ବିଧାନସଭାର ସର୍ବଦଳୀୟ ବୈଠକ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ହେବ ବୈଠକ  । ଯୋଗଦେବେ ସବୁ ଦଳର ନେତା । ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭା ବଜେଟ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ହେବ ଅଧିବେଶନ । ପ୍ରଥମ ଫେବ୍ରୁଆରୀ ୧୩ରୁ ମାର୍ଚ୍ଚ  । ଏପ୍ରିଲ ୫ରେ ସରିବ ବିଧାନସଭା ଅଧିବେଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ