Masthead

ନବୀନ ନିବାସରେ ତିନି ସଂସଦୀୟ କ୍ଷେତ୍ରର ହେବ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଟିକେଟ କସରତ । ଆଜି ଭୁବନେଶ୍ୱର, ଆସିକା, ବ୍ରହ୍ମପୁର ପାଇଁ ବୈଠକ । ତିନି ସଂସଦୀୟ କ୍ଷେତ୍ରର ନେତାଙ୍କ ସହ ହେବ ଆଲୋଚନା । ତିନୋଟି ଲୋକସଭା କ୍ଷେତ୍ରର ସମୀକ୍ଷା କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ୧୦:୩୦ ରେ ବ୍ରହ୍ମପୁର ଲୋକସଭା, ୧୧:୩୦ ରେ ଆସ୍କା ଲୋକସଭା ଓ ଅପରାହ୍ନରେ ଭୁବନେଶ୍ୱର ଲୋକସଭା ଆଲୋଚନା ହେବ ।

ବ୍ରହ୍ମପୁର ଲୋକସଭା ଓ ତା ଅଧୀନରେ ଥିବା ବିଧାନସଭା ଗୁଡିକର ବିଜେଡି ବିଧାୟକ ଓ ନେତା ସାମିଲ ହେବେ । ଏହାର ପର୍ଯ୍ୟବେକ୍ଷକ ହେଉଛନ୍ତି ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ସେହିପରି ଆସ୍କାର ପ୍ରଦୀପ ଅମାତ ଓ ଭୁବନେଶ୍ୱରର ଶ୍ରୀମୟୀ ମିଶ୍ର ପର୍ଯ୍ୟବେକ୍ଷକ ଅଛନ୍ତି । ଗତକାଲି ନବରଙ୍ଗପୁର, କୋରାପୁଟ ପାଇଁ ହୋଇଥିଲା ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ