Masthead

ନବୀନ ନିବାସରେ ତିନି ସଂସଦୀୟ କ୍ଷେତ୍ରର ହେବ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଟିକେଟ କସରତ । ଆଜି ଭୁବନେଶ୍ୱର, ଆସିକା, ବ୍ରହ୍ମପୁର ପାଇଁ ବୈଠକ । ତିନି ସଂସଦୀୟ କ୍ଷେତ୍ରର ନେତାଙ୍କ ସହ ହେବ ଆଲୋଚନା । ତିନୋଟି ଲୋକସଭା କ୍ଷେତ୍ରର ସମୀକ୍ଷା କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ୧୦:୩୦ ରେ ବ୍ରହ୍ମପୁର ଲୋକସଭା, ୧୧:୩୦ ରେ ଆସ୍କା ଲୋକସଭା ଓ ଅପରାହ୍ନରେ ଭୁବନେଶ୍ୱର ଲୋକସଭା ଆଲୋଚନା ହେବ ।

ବ୍ରହ୍ମପୁର ଲୋକସଭା ଓ ତା ଅଧୀନରେ ଥିବା ବିଧାନସଭା ଗୁଡିକର ବିଜେଡି ବିଧାୟକ ଓ ନେତା ସାମିଲ ହେବେ । ଏହାର ପର୍ଯ୍ୟବେକ୍ଷକ ହେଉଛନ୍ତି ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ସେହିପରି ଆସ୍କାର ପ୍ରଦୀପ ଅମାତ ଓ ଭୁବନେଶ୍ୱରର ଶ୍ରୀମୟୀ ମିଶ୍ର ପର୍ଯ୍ୟବେକ୍ଷକ ଅଛନ୍ତି । ଗତକାଲି ନବରଙ୍ଗପୁର, କୋରାପୁଟ ପାଇଁ ହୋଇଥିଲା ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼