Masthead

‘ଦେଶକୁ ଅନ୍ଧକାରରେ ରଖିବା ଉଚିତ୍‌ ନୁହେଁ’

 ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ସ୍ୱତନ୍ତ୍ର ଅଧିବେଶନକୁ ନେଇ ବିରୋଧୀଦଳ ନେତା ପୁଣି ଥରେ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସଂସଦର ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡାରେ ସ୍ବଚ୍ଛତା ବଜାୟ ରଖିବାକୁ ବିରୋଧୀଦଳ ନେତାମାନେ ଦାବି କରିଛନ୍ତି। ଦେଶକୁ ଅନ୍ଧକାରରେ ରଖିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ମଙ୍ଗଳବାର ତାଙ୍କ ବାସଭବନରେ ବିରୋଧୀ ଦଳର ନେତାଙ୍କ ପାଇଁ ରାତ୍ରୀ ଭୋଜନର ଆୟୋଜନ କରିଥଲେ। ଏହି ସମୟରେ ବିରୋଧୀ ଦଳର ନେତାମାନେ ସଂସଦର ସ୍ୱତନ୍ତ୍ର ଅଧିବେଶନର ରଣନୀତି ଉପରେ ଆଲୋଚନା କରିଛନ୍ତି।

ଆଲୋଚନା ସମୟରେ ଆଦାନୀ ପ୍ରସଙ୍ଗ ମଧ୍ୟ ଉଲ୍ଲେଖ କରାଯାଇଛି। ଏହି ବୈଠକରେ ‘ଇଣ୍ଡିଆ’ର ଚତୁର୍ଥ ବୈଠକ ଭୋପାଳରେ ଆୟୋଜିତ କରିବା ଉପରେ ଆଲୋଚନା ହୋଇଛି। ସେପଟେ କୁହାଯାଉଛି ପୂର୍ବତନକଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ସ୍ୱତନ୍ତ୍ର ଅଧିବେଶନରେ ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼