Masthead

ଏସ୍ ସି ବିରେ ବିଧାୟକ ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ବୈଠକ

କଟକ(ବଡ଼ ଖବର ବ୍ୟୁରୋ) : ଏସ୍ ସି ବିରେ ବିଧାୟକ ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ବୈଠକ ଅନୁଷ୍ଠିତ ହୋଇଛି । ବିଭିନ୍ ଅବ୍ୟବସ୍ଥା ନେଇ ବିଭାଗୀୟ ଅଧିକାରୀଙ୍କ ଉପରେ ବର୍ଷିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍ ସି ବି ନୂଆ ଏକ ରୂପରେଖ ଦେବାକୁ ଚାହୁଁଥିବା ବେଳେ ମେଡିକାଲ୍ କର୍ତ୍ତୁପକ୍ଷ ମଧ୍ୟ ନିଜର ପ୍ରୟାସ ଜାରି ରଖିଛନ୍ତି ।

କିନ୍ତୁ ଦୁଃଖର ବିଷୟ କିଛି ବିଭାଗ ର ଅଫିସର ମାନଙ୍କର କାର୍ୟ୍ୟରେ ଅବହେଳା ଯୋଗୁଁ ଅନେକ ସମୟରେ ଝଉଈ ମେଡିକାଲକୁ ନେଇ ଚର୍ଚ୍ଚା ଜୋର ଧରୁଛି । ବିଶ୍ବସ୍ତରୀୟ ହେବାକୁ ଯାଉଥିବା ଏସ୍ ସି ବି ମେଡିକାଲରେ ଅନେକ ସମୟରେ ପାନୀୟ ଜଳ,ବିଦ୍ୟୁତ୍ ସେବା ଇତ୍ୟାଦି ବାଧାପ୍ରାପ୍ତ ହେବା ଘଟଣା ଦେଖା ଦେଇଛି । ଯାହା ଅତ୍ୟନ୍ତ ଦୁଃଖଦାୟକ ଘଟଣା ବୋଲି କହିଛନ୍ତି ବିଧାୟକ । ତେବେ ଉକ୍ତ ସମସ୍ୟା ଗୁଡ଼ିକର ସମାଧାନ ପାଇଁ ଆଜି ବିଧାୟକ,ମେଡିକାଲ କର୍ତ୍ତୁପକ୍ଷଙ୍କ ଦ୍ଵାରା ଏକ ରିଭ୍ୟୁ ମିଟିଂ କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ