Masthead

୪ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ସ୍ନାନଯାତ୍ରା ଓ ରଥଯାତ୍ରା ବିଶୃଙ୍ଖଳା ଉପରେ ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଏନେଇ ଆଜି ଶ୍ରୀମନ୍ଦିର ପଶାସନ ପକ୍ଷରୁ ପରିଚାଳନା ସଦସ୍ୟଙ୍କୁ ଅବଗତ କରାଯାଇଛି । ଅଗଷ୍ଟ ୪ ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଏହି ବୈଠକ ଅନୁଷ୍ଠିତ ହେବ ।ଏଥିରେ ଚଳିତବର୍ଷର ସ୍ନାନଯାତ୍ରା ଓ ରଥଯାତ୍ରା ବିଶୃଙ୍ଖଳା ଉପରେ ବିସ୍ତୃତ ସମୀକ୍ଷା କରାଯିବ । ଲଗାତର ଦୁଇଟି ବୈଠକ ବସିପାରିନଥିଲା ।

ଏବେ କିନ୍ତୁ ବୈଠକ ବସିବାକୁ ଯାଉଛି । ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ଏହା ପ୍ରଥମ ବୈଠକ ହୋଇଥିବାରୁ ବେଶ ଗୁରୁତ୍ୱ ବହନ କରୁଛି । ତେବେ ଏହି ବୈଠକରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଥିବା ବେଳେ ରତ୍ନଭଣ୍ଡାର ଖୋଲିବା, ଚାରିଦ୍ୱାର ଖୋଲିବା ଓ ବନକଲାଗି ବିଭ୍ରାଟ ପ୍ରସଙ୍ଗ ଏଜେଣ୍ଡାରେ ସ୍ଥାନ ଦିଆଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି