Masthead

ନବୀନ ନିବାସରେ ଟିକେଟ କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଟିକେଟ କସରତ । କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ଚାଲିଛି ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମୀକ୍ଷା । ପର୍ଯ୍ୟବେକ୍ଷକ, ବିଧାୟକ ଆଶାୟୀ ନେତା ସାମିଲ । ଅତନୁ ସବ୍ୟସଚୀ ନାୟକ, ଜଗନ୍ନାଥ ସାରକା ବୈଠକରେ ଉପସ୍ଥିତ । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି ବିଜେଡି ସୁପ୍ରିମୋ । ଏହି ବୈଠକରେ ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକ, ଜଗନ୍ନାଥ ସାରକାଙ୍କ ସହିତ ରବି ନନ୍ଦ, ପ୍ରୀତମ ପାଢୀ, ଭାସ୍କର ରାଓ ଓ ଦିବ୍ୟଶଙ୍କର ମିଶ୍ର ଉପସ୍ଥିତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଗତବର୍ଷ କୋରାପୁଟ ସଂସଦୀୟ କ୍ଷେତ୍ରରେ ପରାଜୟ ବରଣ କରିଥିଲା ବିଜେଡି । ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକାଙ୍କୁ ହରାଇଥିଲେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା । ତେଣୁ କୌଣସିମତେ ଏହି ଆସନକୁ ଆଉ ଥରେ ହରାଇବାକୁ ଚାହୁଁନି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ