Masthead

ନବୀନ ନିବାସରେ ଟିକେଟ କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଟିକେଟ କସରତ । କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ଚାଲିଛି ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମୀକ୍ଷା । ପର୍ଯ୍ୟବେକ୍ଷକ, ବିଧାୟକ ଆଶାୟୀ ନେତା ସାମିଲ । ଅତନୁ ସବ୍ୟସଚୀ ନାୟକ, ଜଗନ୍ନାଥ ସାରକା ବୈଠକରେ ଉପସ୍ଥିତ । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି ବିଜେଡି ସୁପ୍ରିମୋ । ଏହି ବୈଠକରେ ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକ, ଜଗନ୍ନାଥ ସାରକାଙ୍କ ସହିତ ରବି ନନ୍ଦ, ପ୍ରୀତମ ପାଢୀ, ଭାସ୍କର ରାଓ ଓ ଦିବ୍ୟଶଙ୍କର ମିଶ୍ର ଉପସ୍ଥିତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଗତବର୍ଷ କୋରାପୁଟ ସଂସଦୀୟ କ୍ଷେତ୍ରରେ ପରାଜୟ ବରଣ କରିଥିଲା ବିଜେଡି । ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକାଙ୍କୁ ହରାଇଥିଲେ କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକା । ତେଣୁ କୌଣସିମତେ ଏହି ଆସନକୁ ଆଉ ଥରେ ହରାଇବାକୁ ଚାହୁଁନି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ