Masthead

ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ଆଜି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ବସିବ ବୈଠକ । ସରକାର-ବସ୍ ମାଲିକ ସଂଘ ମଧ୍ୟରେ ହେବ ଆଲୋଚନା । ଲକ୍ଷ୍ମୀ ବସ୍ ଚାଲିଲେ, ଘରୋଇ ବସ୍ ମାନଙ୍କର କ୍ଷତି ହେବ ଏବଂ ବହୁ କର୍ମଚାରୀ କାମ ହରାଇବେ ବୋଲି କହିଛି ସଂଘ । ଆଗରୁ ମଧ୍ୟ ଥରେ ବୈଠକ ହୋଇଥିଲା, କିନ୍ତୁ ବାହାରି ପାରିନଥିଲା କୌଣସି ନିଷ୍କର୍ଷ ।

ଲକ୍ଷ୍ମୀ ବସ୍ ଚଳାଚଳ ଓ ତାକୁ ବିରୋଧ କରି ମାଲିକ ସଂଘ ଯେଉଁ ଦାବି ରଖିଛି, ତାହା ହେଉଛି ବୈଠକର ମୁଖ୍ୟ ପ୍ରସଙ୍ଗ । ଦିନ ୧୧ଟା ବେଳେ ଖାରବେଳ ଭବନରେ ଏହି ମିଟିଂ ହେବ । ବ୍ଲକ ହେର୍ଡ କ୍ୱାଟରରୁ ଜିଲ୍ଲା ହେଡ କ୍ୱାଟରକୁ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରୁଛି ଘରୋଇ ବସ୍ ମାଲିକ ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ