Masthead

ମୁୁମ୍ବାଇରେ ମେଗା ରାଲି

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ସରିଲା ରାହୁଲ ଗାନ୍ଧୀଙ୍କ ୬୩ ଦିନିଆ ଭାରତ ଯୋଡ଼ ନ୍ୟାୟ ଯାତ୍ରା । ମୁମ୍ବାଇର ଶିବାଜୀ ପାର୍କରେ ଆୟୋଜିତ ହୋଇଥିଲା ମେଗା ରାଲି। ରାଲିରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଶିବସେନା ୟୁବିଟି ସଭାପତି ଉଦ୍ଧବ ଥାକରେ, ଏନସିପି ନେତା ଶରଦ ପାୱାର, ଆରଜେଡି ନେତା ତଥା ବିହାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ଵୀ ଯାଦବ ଏବଂ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏହି ମେଗା ରାଲିରେ ସାମିଲ ହୋଇଥିଲେ।

ଏହି ମେଗା ରାଲିରେ ଆମ ଆଦମି ପାର୍ଟି ନେତା ସୌରଭ ଭାରଦ୍ଵାଜ, ଏନସି ନେତା ଫାରୁକ ଅବଦୁଲ୍ଲା ସିପିଆଇ ସାଧାରଣ ସମ୍ପାଦକ ଦୀପଙ୍କର ଭଟ୍ଟାଚାର୍ଯ୍ୟ, ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସହ ଝାରଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କ ପତ୍ନୀ କଳ୍ପନା ସୋରେନ ଯୋଗ ଦେଇଥିଲେ। ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣାର ଦିନକ ପରେ ଇଣ୍ଡିଆ ମେଣ୍ଟ ଏହି ମେଗା ରାଲି କରିଥିଲା। ଏହି ଅବସରରେ ମୁମ୍ବାଇର ମଣି ଭବନରୁ ଅଗଷ୍ଟ କ୍ରାନ୍ତି ମୈଦାନ ପର୍ଯ୍ୟନ୍ତ ନ୍ୟାୟ ସଂକଳ୍ପ ଯାତ୍ରା କରିଥିଲେ ରାହୁଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ