Masthead

ଖାନଙ୍କ ପୁଅ ସପକ୍ଷରେ ଓକିଲାତି କରି ଫସିଲେ ମେହବୁବା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଛି । ଆର୍ଯ୍ୟନ ଖାନଙ୍କୁ ନେଇ ମେହବୁବା ମୁଫତି ଦେଇଥିବା ମନ୍ତବ୍ୟ ଉପରେ ଏବେ ଆପତ୍ତି ଉଠାଇ ସମ୍ପୃକ୍ତ ଓକିଲ ଥାନାରେ ଅଭିଯୋଗ କରିଛନ୍ତି । ଏହାସହ ତାଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଦାବି କରିଛନ୍ତି ।ମେହବୁବା ଆଜି ଶାହାରୁଖ ଖାନଙ୍କ ପୁଅ ସପକ୍ଷରେ ଏପରି କହି ଟ୍ୱିଟ କରିଥିଲେ ।

କେବଳ ଖାନ ସରନେମ ଯୋଗୁ ଶାହାରୁଖ ଖାନଙ୍କ ପୁଅକୁ ଟାର୍ଗେଟ କରାଯାଉଛି ବୋଲି ସେ କହିଥିଲେ । ଏହା ସହ ମୁସଲମାନଙ୍କୁ ମଧ୍ୟ ଟାର୍ଗେଟ କରାଯାଉଛି । ଏହାକୁ ନେଇ ଦିଲ୍ଲୀ ସ୍ଥିତ ଜଣେ ଓକିଲ ମେହବୁବା ମୁଫତିଙ୍କ ବିରୋଧରେ ଅଭିଯୋଗ ଦାଖଲ କରିଛନ୍ତି । ସମ୍ପ୍ରାଦାୟିକ ମତଭେଦ କରିବା ବିରୋଧରେ ଅଭିଯୋଗ ଦାଖଲ ହୋଇଛି । ମେହେବୁବାଙ୍କ ବିରୋଧରେ ଆଇପିସିରେ ଥିବା ସମସ୍ତ ଧାରା ପ୍ରୟୋଗ କରାଯାଇ ମାମଲା କରିବାକୁ ସେ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ