Masthead

ମୋତେ ଗୃହ ବନ୍ଦୀ କରାଯାଉଛି: ମେହବୁବା ମୁଫତୀ

ଶ୍ରାନଗର(ବଡ଼ ଖବର ବ୍ୟୁରୋ) :   ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତୀ ଏକ ଅଭିଯୋଗ କରିଛନ୍ତି । ତାଙ୍କୁ ଗୃହବନ୍ଦୀ କରାଯାଇଛି । ଦଳର କାର୍ଯ୍ୟାଳୟକୁ ଯିବାବେଳେ ତାଙ୍କୁ ଗୃହବନ୍ଦୀ କରାଯାଇଥିବା ନେଇ ମୁଫତୀ କହିଛନ୍ତି ।

ସେ ଟ୍ୱିଟ୍ କରି କହିଛନ୍ତି ,ଭାରତ ସରକାର ଆଫଗାନୀସ୍ତାନର ଲୋକମାନଙ୍କ ପାଇଁ ଚିନ୍ତା ବ୍ୟକ୍ତ କରୁଛନ୍ତି କିନ୍ତୁ ଜାଣିଶୁୁଣି ତାଙ୍କୁ ସେହି ଅଧିକାରରୁ ବଞ୍ଚିତ କରାଯାଉଛି । କାଶ୍ମୀରର ସ୍ଥିତି ଠିକ୍ ନଥିବା ବାହନା ଦେଖାଇ କେନ୍ଦ୍ର ସରକାର ଜାଣିଶୁଣି ଏଭଳି କରୁଛନ୍ତି ବୋଲି ସେ କହିଛନ୍ତି । ସୂଚନା ଅନୁଯାୟୀ, ବିଚ୍ଛିନ୍ନତାବାଦୀ ନେତା ସୟଦ ଅଲୀ ଶାହା ଗିଲାନୀଙ୍କ ମୃତ୍ୟୁ ପରେ ଘାଟିରେ ସୁରକ୍ଷା ବ୍ୟବସ୍ତାକୁ ବଢାଇ ଦିଆଯାଇଛି । ମୁଫତୀ କହିଛନ୍ତି ଗିଲାନୀଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କ ପରବାରକୁ ତାଙ୍କ ଅନ୍ତିମ ସଂସ୍କାର ପାଇଁ ଅନୁମତି ମିଳିନଥିଲା । ଯାହାକି ମାନବିକତା ବିରୋଧୀ ଅଟେ । ଏଥିପାଇଁ ଜାମ୍ମୁକାଶ୍ମୀରର ଜନସାଧାରଣ ମଧ୍ୟ ଦୁଃଖ ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା