Masthead

ଜେଲ ଗଲେ ମେଜର

ଭୂବନେଶ୍ୱର ,(ବଡ଼ ଖବର ବ୍ୟୁରୋ): ପତ୍ନୀଙ୍କୁ ଯୌତୁକ ନିର୍ଯାତନା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଜଣେ ସେନା ଅଧିକରୀଙ୍କୁ ଗିରଫ କରିଛି ଭୂବନେଶ୍ୱର ମହିଳାଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ମେଜର ସୌମ୍ୟରଞ୍ଜନ ପତି ।


ଫରିଦାବାଦରେ କାର୍ଯ୍ୟର ଏହି ମେଜର ସୌମ୍ୟରଞ୍ଜନ ପତି ଓ ତାଙ୍କ ପରିବାର ବିରୁଦ୍ଧରେ ନିର୍ଯାତନା ଓ ହତ୍ୟା ଭଳି ସଂଙ୍ଗିନ ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ । ଏତଲା ପରେ ମେଜର ସୌମ୍ୟରଞ୍ଜନଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି ପୋଲିସ । ତେବେ ମାମଲାର ଶୁଣାଣି ପାଇଁ ବିଳମ୍ବିତ ରାତି ପର୍ଯନ୍ତ କୋର୍ଟ ଚାଲିଥିଲା । ସନ୍ଧ୍ୟା ୮.୩୦ରୁ ରାତି ୨ଟା ପର୍ଯ୍ୟନ୍ତ ମାମଲାର ଶୁଣାଣି କରି ଅଭିଯୁକ୍ତର ବେଲ ଆବେଦନକୁ ଖାରଜ କରିଛନ୍ତି ଭୂବନେଶ୍ୱର ଏସଡିଜେଏମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’